ଭୁବନେଶ୍ୱର, ୨୨/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୯ ଓ ସ୍ଥାନୀୟ ଅଞ୍ଚଳରୁ ୧୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୬ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୨୨୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୭,୪୯୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫୫୯ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
7. Khurda: 2
8. Mayurbhanj: 2
9. Nayagarh: 1
10. Sambalpur: 2
11. Sundargarh: 5
12. State Pool: 1New recoveries: 73
Cumulative tested: 30265787
Positive: 1287225
Recovered: 1277497
Active cases: 559— I & PR Department, Odisha (@IPR_Odisha) March 22, 2022