ଭୁବନେଶ୍ୱର, ୨୪/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୩ ଓ ସ୍ଥାନୀୟ ଅଞ୍ଚଳରୁ ୧୫ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୯ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୩୨୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୭,୬୭୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪୭୬ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
7. Jajpur: 6
8. Jharsuguda: 1
9. Kendrapada: 2
10. Khurda: 6
11. Mayurbhanj: 1
12. Sambalpur: 2
13. Sundargarh: 4
14. State Pool: 1New recoveries: 97
Cumulative tested: 30353568
Positive: 1287323
Recovered: 1277677
Active cases: 476— I & PR Department, Odisha (@IPR_Odisha) March 24, 2022