ଭୁବନେଶ୍ୱର, ୨୯/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୨ ଓ ସ୍ଥାନୀୟ ଅଞ୍ଚଳରୁ ୧୫ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୯ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୫୪୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୭,୯୭୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪୦୬ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
7. Jajpur: 2
8. Kalahandi: 1
9. Kendrapada: 3
10. Khurda: 3
11. Koraput: 4
12. Mayurbhanj: 2
13. Puri: 1
14. Sundargarh: 7
15. State Pool: 1New recoveries: 49
Cumulative tested: 30577562
Positive: 1287549
Recovered: 1277970
Active cases: 406— I & PR Department, Odisha (@IPR_Odisha) March 29, 2022