ଭୁବନେଶ୍ୱର, ୩/୪: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୧ ଓ ସ୍ଥାନୀୟ ଅଞ୍ଚଳରୁ ୧୫ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୬ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୭୩୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୮,୨୩୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୩୩୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
7. Kendrapada: 3
8. Khurda: 5
9. Mayurbhanj: 5
10. Sambalpur: 4
11. Sundargarh: 9
12. State Pool: 1New recoveries: 71
Cumulative tested: 30764581
Positive: 1287737
Recovered: 1278233
Active cases: 330— I & PR Department, Odisha (@IPR_Odisha) April 3, 2022