ଭୁବନେଶ୍ୱର, ୪/୪: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪ ଓ ସ୍ଥାନୀୟ ଅଞ୍ଚଳରୁ ୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୭୪୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୮,୨୭୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨୯୮ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
New recoveries: 37
Cumulative tested: 30785221
Positive: 1287742
Recovered: 1278270
Active cases: 298— I & PR Department, Odisha (@IPR_Odisha) April 4, 2022