ଭୁବନେଶ୍ୱର,୮/୪: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୪ ଓ ସ୍ଥାନୀୟ ଅଞ୍ଚଳରୁ ୮ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୪ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୮୨୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୮,୪୪୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨୦୮ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
7. Khurda: 4
8. Nuapada: 1
9. Sambalpur: 4
10. Sonepur: 1
11. Sundargarh: 1
12. State Pool: 1New recoveries: 22
Cumulative tested: 30865018
Positive: 1287823
Recovered: 1278441
Active cases: 208— I & PR Department, Odisha (@IPR_Odisha) April 8, 2022