ଭୁବନେଶ୍ୱର,୩୦/୪: ସୁଧୁରିଛି କରୋନା ଅବସ୍ଥା। ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୭ ଓ ସ୍ଥାନୀୟ ଅଞ୍ଚଳରୁ ୫ ରୋଗୀ ଚିହ୍ନଟ ହୋଇନାହାନ୍ତି। ୦-୧୮ ବର୍ଷ ଭିତରେ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୦୪୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୮,୭୮୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୮୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
6. Rayagada: 1
7. Sambalpur: 1
8. Sundargarh: 1
9. State Pool: 1New recoveries: 10
Cumulative tested: 31296399
Positive: 1288046
Recovered: 1278789
Active cases: 80— I & PR Department, Odisha (@IPR_Odisha) April 30, 2022