ଭୁବନେଶ୍ୱର,୬/୫: ସୁଧୁରିଛି କରୋନା ଅବସ୍ଥା। ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୮ ଓ ସ୍ଥାନୀୟ ଅଞ୍ଚଳରୁ ୬ ରୋଗୀ ଚିହ୍ନଟ ହୋଇନାହାନ୍ତି। ୦-୧୮ ବର୍ଷ ଭିତରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୧୧୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୮,୮୩୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୯୯ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
6. Kandhamal: 2
7. Khurda: 2
8. Nuapada: 1
9. Sambalpur: 1New recoveries: 14
Cumulative tested: 31395428
Positive: 1288117
Recovered: 1278839
Active cases: 99— I & PR Department, Odisha (@IPR_Odisha) May 6, 2022