ରାଜ୍ୟରେ ଆଜି ଦିନକରେ ଆଉ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯/୫: ଆଜି କରୋନା ସଂକ୍ରମଣ ଙ୍କ ସଂଖ୍ୟା ବଢିଛି। ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୫ ଓ ସ୍ଥାନୀୟ ଅଞ୍ଚଳରୁ ୩ ରୋଗୀ ଚିହ୍ନଟ ହୋଇନାହାନ୍ତି। ୦-୧୮ ବର୍ଷ ଭିତରେ ୨ ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୨୧୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୮,୮୭୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୬୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।