ଭୁବନେଶ୍ୱର,୨୦/୦୬: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୭ ଓ ସ୍ଥାନୀୟ ଅଞ୍ଚଳରୁ ୧୯ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୮୯୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୯,୪୫୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨୬୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
6. Rayagada: 1
7. Sundargarh: 1
8. State Pool: 7New recoveries: 18
Cumulative tested: 31958418
Positive: 1288897
Recovered: 1279451
Active cases: 267— I & PR Department, Odisha (@IPR_Odisha) June 20, 2022