ଭୁବନେଶ୍ୱର,୨୭/୦୬: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୨ ଓ ସ୍ଥାନୀୟ ଅଞ୍ଚଳରୁ ୨୭ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୩୨୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୯,୬୯୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪୫୬ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
7. Khurda: 26
8. Puri: 2
9. Sambalpur: 4
10. Sundargarh: 8
11. State Pool: 6New recoveries: 44
Cumulative tested: 32044500
Positive: 1289328
Recovered: 1279693
Active cases: 456— I & PR Department, Odisha (@IPR_Odisha) June 27, 2022