ଭୁବନେଶ୍ୱର,୩୦/୦୬: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୯୧ ଓ ସ୍ଥାନୀୟ ଅଞ୍ଚଳରୁ ୬୪ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୭୫୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୯,୮୪୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୭୨୯ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
7. Jharsuguda: 1
8. Kendrapada: 1
9. Khurda: 69
10. Malkangiri: 1
11. Mayurbhanj: 1
12. Nayagarh: 2
13. Puri: 9
14. Rayagada: 1
15. Sambalpur: 3
16. Sonepur: 2
17. Sundargarh: 12
18. State Pool: 17— I & PR Department, Odisha (@IPR_Odisha) June 30, 2022
New recoveries: 55
Cumulative tested: 32081866
Positive: 1289757
Recovered: 1279849
Active cases: 729— I & PR Department, Odisha (@IPR_Odisha) June 30, 2022