ଭୁବନେଶ୍ୱର,୧/୦୭: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୧୯ ଓ ସ୍ଥାନୀୟ ଅଞ୍ଚଳରୁ ୮୫ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୯୬୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୯,୯୧୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୮୭୨ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 30th June
New Positive Cases: 204
Of which 0-18 years: 18
In quarantine: 119
Local contacts: 85(Details of local contacts will be shared by concerned District)
1. Balasore: 8
2. Bhadrak: 3
3. Cuttack: 38
4. Deogarh: 3
5. Dhenkanal: 1
6. Jagatsinghpur: 2— I & PR Department, Odisha (@IPR_Odisha) July 1, 2022
New recoveries: 61
Cumulative tested: 32097481
Positive: 1289961
Recovered: 1279910
Active cases: 872— I & PR Department, Odisha (@IPR_Odisha) July 1, 2022