ଭୁବନେଶ୍ୱର,୩/୦୭: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୦୨ ଓ ସ୍ଥାନୀୟ ଅଞ୍ଚଳରୁ ୧୪୪ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୦,୫୩୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୮୦,୦୪୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୩୧୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 2nd July
New Positive Cases: 346
Of which 0-18 years: 49
In quarantine: 202
Local contacts: 144(Details of local contacts will be shared by concerned District)
1. Balasore: 7
2. Bhadrak: 4
3. Cuttack: 51
4. Dhenkanal: 1
5. Ganjam: 1
6. Jagatsinghpur: 7— I & PR Department, Odisha (@IPR_Odisha) July 3, 2022
New recoveries: 71
Cumulative tested: 32124006
Positive: 1290538
Recovered: 1280049
Active cases: 1310— I & PR Department, Odisha (@IPR_Odisha) July 3, 2022