ଭୁବନେଶ୍ୱର,୪/୦୭: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୪୩ ଓ ସ୍ଥାନୀୟ ଅଞ୍ଚଳରୁ ୧୦୨ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୪୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୦,୭୮୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୮୦,୧୧୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୪୯୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 3rd July
New Positive Cases: 245
Of which 0-18 years: 41
In quarantine: 143
Local contacts: 102(Details of local contacts will be shared by concerned District)
1. Balasore: 3
2. Bhadrak: 2
3. Balangir: 1
4. Cuttack: 38
5. Jagatsinghpur: 1
6. Jajpur: 4— I & PR Department, Odisha (@IPR_Odisha) July 4, 2022
New recoveries: 65
Cumulative tested: 32136754
Positive: 1290783
Recovered: 1280114
Active cases: 1490— I & PR Department, Odisha (@IPR_Odisha) July 4, 2022