ଭୁବନେଶ୍ୱର,୬/୦୭: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୩୬ ଓ ସ୍ଥାନୀୟ ଅଞ୍ଚଳରୁ ୧୬୫ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୪୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୧,୫୧୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୮୦,୩୮୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୯୫୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 5th July
New Positive Cases: 401
Of which 0-18 years: 44
In quarantine: 236
Local contacts: 165(Details of local contacts will be shared by concerned District)
1. Balasore: 17
2. Bhadrak: 2
3. Cuttack: 64
4. Gajapati: 6
5. Ganjam: 2
6. Jagatsinghpur: 5— I & PR Department, Odisha (@IPR_Odisha) July 6, 2022