ଭୁବନେଶ୍ୱର,୮/୦୭: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୭୬ ଓ ସ୍ଥାନୀୟ ଅଞ୍ଚଳରୁ ୧୯୪ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୨,୪୧୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୮୦,୭୫୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨୪୮୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 7th July
New Positive Cases: 470
Of which 0-18 years: 49
In quarantine: 276
Local contacts: 194(Details of local contacts will be shared by concerned District)
1. Balasore: 9
2. Bhadrak: 1
3. Cuttack: 94
4. Gajapati: 1
5. Ganjam: 4
6. Jagatsinghpur: 7— I & PR Department, Odisha (@IPR_Odisha) July 8, 2022
New recoveries: 218
Cumulative tested: 32197792
Positive: 1292416
Recovered: 1280750
Active cases: 2487— I & PR Department, Odisha (@IPR_Odisha) July 8, 2022