ଭୁବନେଶ୍ୱର,୧୪/୦୭: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୮୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୭୧ ଓ ସ୍ଥାନୀୟ ଅଞ୍ଚଳରୁ ୩୩୩ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୬,୧୩୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୮୨,୬୯୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪୨୬୨ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 13th July
New Positive Cases: 804
Of which 0-18 years: 71
In quarantine: 471
Local contacts: 333(Details of local contacts will be shared by concerned District)
1. Angul: 3
2. Balasore: 11
3. Bargarh: 1
4. Bhadrak: 9
5. Balangir: 5
6. Boudh: 2— I & PR Department, Odisha (@IPR_Odisha) July 14, 2022
24. Sambalpur: 30
25. Sonepur: 9
26. Sundargarh: 80
27. State Pool: 71New recoveries: 420
Cumulative tested: 32295438
Positive: 1296132
Recovered: 1282690
Active cases: 4262— I & PR Department, Odisha (@IPR_Odisha) July 14, 2022