ଭୁବନେଶ୍ୱର, ୧୦/୦୮: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୮୪ ଓ ସ୍ଥାନୀୟ ଅଞ୍ଚଳରୁ ୨୬୯ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୧୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୦,୬୬୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୦୬,୨୪୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫୨୧୩ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 9th August
New Positive Cases: 653
Of which 0-18 years: 128
In quarantine: 384
Local contacts: 269(Details of local contacts will be shared by concerned District)
1. Angul: 3
2. Balasore: 9
3. Bargarh: 27
4. Bhadrak: 4
5. Balangir: 39
6. Boudh: 4— I & PR Department, Odisha (@IPR_Odisha) August 10, 2022
23. Nayagarh: 17
24. Nuapada: 8
25. Puri: 3
26. Rayagada: 4
27. Sambalpur: 46
28. Sonepur: 14
29. Sundargarh: 173
30. State Pool: 21New recoveries: 988
Cumulative tested: 32837766
Positive: 1320667
Recovered: 1306249
Active cases: 5213— I & PR Department, Odisha (@IPR_Odisha) August 10, 2022