ଭୁବନେଶ୍ୱର, ୧୪/୦୮: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୮୬ ଓ ସ୍ଥାନୀୟ ଅଞ୍ଚଳରୁ ୨୦୨ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୧୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୨,୬୭୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୦୯,୬୭୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୩୭୮୬ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 13th August
New Positive Cases: 488
Of which 0-18 years: 114
In quarantine: 286
Local contacts: 202(Details of local contacts will be shared by concerned District)
1. Angul: 4
2. Balasore: 8
3. Bargarh: 22
4. Bhadrak: 4
5. Balangir: 20
6. Boudh: 40— I & PR Department, Odisha (@IPR_Odisha) August 14, 2022