ଭୁବନେଶ୍ୱର, ୧୭/୦୮: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୬୫ ଓ ସ୍ଥାନୀୟ ଅଞ୍ଚଳରୁ ୧୧୫ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୩,୫୮୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୧,୩୯୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨୯୮୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 16th August
New Positive Cases: 280
Of which 0-18 years: 40
In quarantine: 165
Local contacts: 115(Details of local contacts will be shared by concerned District)
1. Angul: 2
2. Balasore: 8
3. Bargarh: 9
4. Balangir: 9
5. Boudh: 4
6. Cuttack: 22— I & PR Department, Odisha (@IPR_Odisha) August 17, 2022
24. Sambalpur: 8
25. Sonepur: 3
26. Sundargarh: 45
27. State Pool: 14New recoveries: 759
Cumulative tested: 32951368
Positive: 1323587
Recovered: 1311394
Active cases: 2981— I & PR Department, Odisha (@IPR_Odisha) August 17, 2022