ଭୁବନେଶ୍ୱର,୨୧/୦୮: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୬୮ ଓ ସ୍ଥାନୀୟ ଅଞ୍ଚଳରୁ ୧୧୯ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୫,୦୬୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୩,୩୬୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨୪୮୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 20th August
New Positive Cases: 287
Of which 0-18 years: 62
In quarantine: 168
Local contacts: 119(Details of local contacts will be shared by concerned District)
1. Angul: 1
2. Balasore: 5
3. Bargarh: 10
4. Bhadrak: 2
5. Balangir: 11
6. Boudh: 3— I & PR Department, Odisha (@IPR_Odisha) August 21, 2022