ଭୁବନେଶ୍ୱର,୨୨/୦୮: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୧୯ ଓ ସ୍ଥାନୀୟ ଅଞ୍ଚଳରୁ ୮୪ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୫,୨୬୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୩,୬୭୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨୩୬୮ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 21st August
New Positive Cases: 203
Of which 0-18 years: 31
In quarantine: 119
Local contacts: 84(Details of local contacts will be shared by concerned District)
1. Balasore: 5
2. Bargarh: 11
3. Bhadrak: 3
4. Balangir: 14
5. Boudh: 1
6. Cuttack: 10— I & PR Department, Odisha (@IPR_Odisha) August 22, 2022
20. Rayagada: 4
21. Sambalpur: 8
22. Sonepur: 6
23. Sundargarh: 34
24. State Pool: 7New recoveries: 319
Cumulative tested: 33035412
Positive: 1325264
Recovered: 1313679
Active cases: 2368— I & PR Department, Odisha (@IPR_Odisha) August 22, 2022