ଭୁବନେଶ୍ୱର,୨୬/୦୮: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୫୩ ଓ ସ୍ଥାନୀୟ ଅଞ୍ଚଳରୁ ୧୦୯ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୩୮୩କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୫,୧୭୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୯୮୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 25th August
New Positive Cases: 262
Of which 0-18 years: 47
In quarantine: 153
Local contacts: 109(Details of local contacts will be shared by concerned District)
1. Angul: 1
2. Balasore: 2
3. Bargarh: 5
4. Bhadrak: 3
5. Balangir: 17
6. Boudh: 7— I & PR Department, Odisha (@IPR_Odisha) August 26, 2022
24. Sambalpur: 16
25. Sonepur: 1
26. Sundargarh: 53
27. State Pool: 13New recoveries: 421
Cumulative tested: 33100778
Positive: 1326383
Recovered: 1315173
Active cases: 1987— I & PR Department, Odisha (@IPR_Odisha) August 26, 2022