ଭୁବନେଶ୍ୱର,୨୭/୦୮: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୬୮ ଓ ସ୍ଥାନୀୟ ଅଞ୍ଚଳରୁ ୧୨୧ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୫୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୬୭୨କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୫,୪୫୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୯୮୯ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 26th August
New Positive Cases: 289
Of which 0-18 years: 54
In quarantine: 168
Local contacts: 121(Details of local contacts will be shared by concerned District)
1. Balasore: 6
2. Bargarh: 9
3. Bhadrak: 1
4. Balangir: 11
5. Boudh: 12
6. Cuttack: 25— I & PR Department, Odisha (@IPR_Odisha) August 27, 2022
21. Puri: 9
22. Sambalpur: 11
23. Sonepur: 5
24. Sundargarh: 66
25. State Pool: 13New recoveries: 286
Cumulative tested: 33119065
Positive: 1326672
Recovered: 1315459
Active cases: 1989— I & PR Department, Odisha (@IPR_Odisha) August 27, 2022