ଭୁବନେଶ୍ୱର,୨୮/୦୮: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୫୧ ଓ ସ୍ଥାନୀୟ ଅଞ୍ଚଳରୁ ୧୦୬ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୯୨୯କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୫,୭୨୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୯୮୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 27th August
New Positive Cases: 257
Of which 0-18 years: 43
In quarantine: 151
Local contacts: 106(Details of local contacts will be shared by concerned District)
1. Balasore: 5
2. Bargarh: 10
3. Bhadrak: 1
4. Balangir: 22
5. Boudh: 2
6. Cuttack: 22— I & PR Department, Odisha (@IPR_Odisha) August 28, 2022
23. Sambalpur: 15
24. Sundargarh: 56
25. State Pool: 7New recoveries: 265
Cumulative tested: 33133454
Positive: 1326929
Recovered: 1315724
Active cases: 1980— I & PR Department, Odisha (@IPR_Odisha) August 28, 2022