ଭୁବନେଶ୍ୱର,୨୯/୦୮: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୨୯ ଓ ସ୍ଥାନୀୟ ଅଞ୍ଚଳରୁ ୯୨ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୭,୧୫୦କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୫,୯୨୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୯୯୪ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 28th August
New Positive Cases: 221
Of which 0-18 years: 31
In quarantine: 129
Local contacts: 92(Details of local contacts will be shared by concerned District)
1. Angul: 1
2. Balasore: 3
3. Bargarh: 2
4. Balangir: 14
5. Boudh: 2
6. Cuttack: 12— I & PR Department, Odisha (@IPR_Odisha) August 29, 2022
20. Rayagada: 3
21. Sambalpur: 15
22. Sonepur: 4
23. Sundargarh: 35
24. State Pool: 14New recoveries: 205
Cumulative tested: 33148307
Positive: 1327150
Recovered: 1315929
Active cases: 1994— I & PR Department, Odisha (@IPR_Odisha) August 29, 2022