ଭୁବନେଶ୍ୱର,୩୧/୦୮: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୬୨ ଓ ସ୍ଥାନୀୟ ଅଞ୍ଚଳରୁ ୧୧୩ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୭,୬୫୭କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୬,୪୭୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୯୫୪ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 30th August
New Positive Cases: 275
Of which 0-18 years: 45
In quarantine: 162
Local contacts: 113(Details of local contacts will be shared by concerned District)
1. Balasore: 12
2. Bargarh: 10
3. Bhadrak: 3
4. Balangir: 9
5. Boudh: 2
6. Cuttack: 29— I & PR Department, Odisha (@IPR_Odisha) August 31, 2022
22. Rayagada: 3
23. Sambalpur: 10
24. Sonepur: 3
25. Sundargarh: 42
26. State Pool: 15New recoveries: 302
Cumulative tested: 33179715
Positive: 1327657
Recovered: 1316474
Active cases: 1954— I & PR Department, Odisha (@IPR_Odisha) August 31, 2022