ଭୁବନେଶ୍ୱର,୫/୦୯: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୦୫ ଓ ସ୍ଥାନୀୟ ଅଞ୍ଚଳରୁ ୭୪ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୮,୬୪୪କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୭,୬୮୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୭୨୩ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 4th Sept
New Positive Cases: 179
Of which 0-18 years: 30
In quarantine: 105
Local contacts: 74(Details of local contacts will be shared by concerned District)
1. Angul: 1
2. Balasore: 4
3. Bargarh: 4
4. Bhadrak: 1
5. Balangir: 2
6. Boudh: 1— I & PR Department, Odisha (@IPR_Odisha) September 5, 2022
24. Puri: 6
25. Rayagada: 3
26. Sambalpur: 4
27. Sonepur: 5
28. Sundargarh: 27
29. State Pool: 8New recoveries: 195
Cumulative tested: 33245663
Positive: 1328644
Recovered: 1317687
Active cases: 1723— I & PR Department, Odisha (@IPR_Odisha) September 5, 2022