ଭୁବନେଶ୍ୱର,୯/୦୯: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ହ୍ରାସ ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୨୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୪୯ ଓ ସ୍ଥାନୀୟ ଅଞ୍ଚଳରୁ ୧୦୫ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୯,୭୨୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୮,୭୯୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୬୯୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 8th Sept
New Positive Cases: 254
Of which 0-18 years: 32
In quarantine: 149
Local contacts: 105(Details of local contacts will be shared by concerned District)
1. Balasore: 2
2. Bargarh: 3
3. Bhadrak: 3
4. Balangir: 11
5. Cuttack: 27
6. Deogarh: 1— I & PR Department, Odisha (@IPR_Odisha) September 9, 2022
21. Rayagada: 4
22. Sambalpur: 17
23. Sonepur: 2
24. Sundargarh: 30
25. State Pool: 11New recoveries: 248
Cumulative tested: 33301577
Positive: 1329726
Recovered: 1318798
Active cases: 1691— I & PR Department, Odisha (@IPR_Odisha) September 9, 2022