ଭୁବନେଶ୍ୱର,୧୦/୦୯: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ହ୍ରାସ ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୨୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୨୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୫୭ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୩୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୯,୯୯୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୯,୦୦୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୭୫୮ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 9th Sept
New Positive Cases: 269
Of which 0-18 years: 39
In quarantine: 157
Local contacts: 112(Details of local contacts will be shared by concerned District)
1. Balasore: 3
2. Bargarh: 8
3. Bhadrak: 4
4. Balangir: 7
5. Cuttack: 49
6. Deogarh: 3— I & PR Department, Odisha (@IPR_Odisha) September 10, 2022
22. Sambalpur: 9
23. Sonepur: 4
24. Sundargarh: 29
25. State Pool: 15New recoveries: 202
Cumulative tested: 33317038
Positive: 1329995
Recovered: 1319000
Active cases: 1758— I & PR Department, Odisha (@IPR_Odisha) September 10, 2022