ଭୁବନେଶ୍ୱର,୧୫/୦୯: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ବୃଦ୍ଧି ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୨୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୨୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୬୭ ଓ ସ୍ଥାନୀୟ ଅଞ୍ଚଳରୁ ୧୧୯ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୧,୧୩୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୨୦,୨୧୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୬୮୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 14th Sept
New Positive Cases: 286
Of which 0-18 years: 36
In quarantine: 167
Local contacts: 119(Details of local contacts will be shared by concerned District)
1. Angul: 2
2. Balasore: 5
3. Bargarh: 5
4. Bhadrak: 1
5. Balangir: 12
6. Boudh: 1— I & PR Department, Odisha (@IPR_Odisha) September 15, 2022
23. Rayagada: 2
24. Sambalpur: 18
25. Sonepur: 8
26. Sundargarh: 39
27. State Pool: 11New recoveries: 275
Cumulative tested: 33383707
Positive: 1331139
Recovered: 1320216
Active cases: 1685— I & PR Department, Odisha (@IPR_Odisha) September 15, 2022