ଭୁବନେଶ୍ୱର,୧୮/୦୯: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ହ୍ରାସ ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୨୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୨୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୨୧ ଓ ସ୍ଥାନୀୟ ଅଞ୍ଚଳରୁ ୮୬ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୧,୭୯୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୨୦,୯୪୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୬୦୯ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 17th Sept
New Positive Cases: 207
Of which 0-18 years: 37
In quarantine: 121
Local contacts: 86(Details of local contacts will be shared by concerned District)
1. Balasore: 11
2. Bargarh: 5
3. Balangir: 6
4. Cuttack: 15
5. Deogarh: 4— I & PR Department, Odisha (@IPR_Odisha) September 18, 2022
21. Rayagada: 6
22. Sambalpur: 7
23. Sonepur: 3
24. Sundargarh: 24
25. State Pool: 12New recoveries: 228
Cumulative tested: 33424588
Positive: 1331793
Recovered: 1320945
Active cases: 1609— I & PR Department, Odisha (@IPR_Odisha) September 18, 2022