ଭୁବନେଶ୍ୱର,୧୯/୦୯: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ହ୍ରାସ ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୨୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୧୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୭୪ ଓ ସ୍ଥାନୀୟ ଅଞ୍ଚଳରୁ ୫୧ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୧,୯୧୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୨୧,୧୨୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୫୫୩ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 18th Sept
New Positive Cases: 125
Of which 0-18 years: 20
In quarantine: 74
Local contacts: 51(Details of local contacts will be shared by concerned District)
1. Balasore: 1
2. Bargarh: 6
3. Bhadrak: 1
4. Balangir: 2
5. Cuttack: 6
6. Deogarh: 3— I & PR Department, Odisha (@IPR_Odisha) September 19, 2022
22. Sambalpur: 19
23. Sonepur: 2
24. Sundargarh: 14
25. State Pool: 6New recoveries: 181
Cumulative tested: 33434460
Positive: 1331918
Recovered: 1321126
Active cases: 1553— I & PR Department, Odisha (@IPR_Odisha) September 19, 2022