ଭୁବନେଶ୍ୱର,୨୧/୦୯: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ବୃଦ୍ଧି ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୧୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୧୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୧୬ ଓ ସ୍ଥାନୀୟ ଅଞ୍ଚଳରୁ ୮୩ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୨,୨୮୧କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୨୧,୫୯୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୪୪୮ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 20th Sept
New Positive Cases: 199
Of which 0-18 years: 40
In quarantine: 116
Local contacts: 83(Details of local contacts will be shared by concerned District)
1. Balasore: 7
2. Bargarh: 8
3. Bhadrak: 2
4. Balangir: 5
5. Cuttack: 16
6. Deogarh: 2— I & PR Department, Odisha (@IPR_Odisha) September 21, 2022
21. Sambalpur: 4
22. Sonepur: 2
23. Sundargarh: 41
24. State Pool: 8New recoveries: 250
Cumulative tested: 33459542
Positive: 1332281
Recovered: 1321594
Active cases: 1448— I & PR Department, Odisha (@IPR_Odisha) September 21, 2022