ଭୁବନେଶ୍ୱର,୨୩/୦୯: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ହ୍ରାସ ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୨୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୨୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୧୭ ଓ ସ୍ଥାନୀୟ ଅଞ୍ଚଳରୁ ୮୫ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୨,୭୩୫କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୨୨,୦୯୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୪୦୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 22nd Sept
New Positive Cases: 202
Of which 0-18 years: 45
In quarantine: 117
Local contacts: 85(Details of local contacts will be shared by concerned District)
1. Angul: 1
2. Balasore: 4
3. Bargarh: 10
4. Bhadrak: 1
5. Balangir: 3
6. Cuttack: 11— I & PR Department, Odisha (@IPR_Odisha) September 23, 2022
22. Sambalpur: 17
23. Sonepur: 2
24. Sundargarh: 41
25. State Pool: 6New recoveries: 238
Cumulative tested: 33486921
Positive: 1332735
Recovered: 1322095
Active cases: 1400— I & PR Department, Odisha (@IPR_Odisha) September 23, 2022