ଭୁବନେଶ୍ୱର,୨୫/୦୯: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ହ୍ରାସ ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୨୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୨୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୨୩ ଓ ସ୍ଥାନୀୟ ଅଞ୍ଚଳରୁ ୮୮ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୩,୧୬୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୨୨,୫୦୪ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୪୨୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 24th Sept
New Positive Cases: 211
Of which 0-18 years: 26
In quarantine: 123
Local contacts: 88(Details of local contacts will be shared by concerned District)
1. Balasore: 12
2. Bargarh: 7
3. Bhadrak: 2
4. Cuttack: 27
5. Dhenkanal: 2
6. Gajapati: 5— I & PR Department, Odisha (@IPR_Odisha) September 25, 2022
20. Rayagada: 5
21. Sambalpur: 11
22. Sonepur: 2
23. Sundargarh: 32
24. State Pool: 9New recoveries: 205
Cumulative tested: 33515923
Positive: 1333168
Recovered: 1322504
Active cases: 1421— I & PR Department, Odisha (@IPR_Odisha) September 25, 2022