ଭୁବନେଶ୍ୱର,୨୭/୦୯: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ବୃଦ୍ଧି ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୧୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୯୮ ଓ ସ୍ଥାନୀୟ ଅଞ୍ଚଳରୁ ୬୯ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୩,୪୯୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୨୨,୮୩୧ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୪୨୩ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 26th Sept
New Positive Cases: 167
Of which 0-18 years: 22
In quarantine: 98
Local contacts: 69(Details of local contacts will be shared by concerned District)
1. Balasore: 1
2. Bargarh: 1
3. Bhadrak: 1
4. Balangir: 7
5. Boudh: 6
6. Cuttack: 40— I & PR Department, Odisha (@IPR_Odisha) September 27, 2022
21. Sambalpur: 9
22. Sonepur: 3
23. Sundargarh: 16
24. State Pool: 4New recoveries: 182
Cumulative tested: 33538236
Positive: 1333499
Recovered: 1322831
Active cases: 1423— I & PR Department, Odisha (@IPR_Odisha) September 27, 2022