ଭୁବନେଶ୍ୱର,୨୯/୦୯: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ହ୍ରାସ ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୧୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୦୬ ଓ ସ୍ଥାନୀୟ ଅଞ୍ଚଳରୁ ୭୪ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୩,୮୮୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୨୩,୨୫୬ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୩୮୬ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 28th Sept
New Positive Cases: 180
Of which 0-18 years: 31
In quarantine: 106
Local contacts: 74(Details of local contacts will be shared by concerned District)
1. Balasore: 11
2. Bargarh: 4
3. Balangir: 4
4. Cuttack: 26
5. Deogarh: 1
6. Gajapati: 1— I & PR Department, Odisha (@IPR_Odisha) September 29, 2022
20. Sambalpur: 11
21. Sonepur: 6
22. Sundargarh: 31
23. State Pool: 5New recoveries: 221
Cumulative tested: 33563568
Positive: 1333887
Recovered: 1323256
Active cases: 1386— I & PR Department, Odisha (@IPR_Odisha) September 29, 2022