ଭୁବନେଶ୍ୱର,୦୨/୧୦: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ହ୍ରାସ ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୧୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୭୭ ଓ ସ୍ଥାନୀୟ ଅଞ୍ଚଳରୁ ୫୪ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୩୬୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୨୩,୮୪୩ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୨୭୬ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 1st Oct
New Positive Cases: 131
Of which 0-18 years: 15
In quarantine: 77
Local contacts: 54(Details of local contacts will be shared by concerned Dist)
1. Balasore: 9
2. Bargarh: 3
3. Bhadrak: 3
4. Balangir: 2
5. Boudh: 2
6. Cuttack: 1
7. Deogarh: 3— I & PR Department, Odisha (@IPR_Odisha) October 2, 2022
New recoveries: 197
Cumulative tested: 33600033
Positive: 1334367
Recovered: 1323843
Active cases: 1276— I & PR Department, Odisha (@IPR_Odisha) October 2, 2022