ଭୁବନେଶ୍ୱର,୧୨/୧୦: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ବୃଦ୍ଧି ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬୧ ଓ ସ୍ଥାନୀୟ ଅଞ୍ଚଳରୁ ୪୨ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୧୫୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୨୫,୩୧୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫୮୩ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 11th Oct
New Positive Cases: 103
Of which 0-18 years: 10
In quarantine: 61
Local contacts: 42(Details of local contacts will be shared by concerned District)
1. Balasore: 11
2. Bargarh: 6
3. Bhadrak: 1
4. Balangir: 1
5. Cuttack: 10
6. Deogarh: 1— I & PR Department, Odisha (@IPR_Odisha) October 12, 2022
New recoveries: 113
Cumulative tested: 33679239
Positive: 1335153
Recovered: 1325318
Active cases: 583— I & PR Department, Odisha (@IPR_Odisha) October 12, 2022