ଭୁବନେଶ୍ୱର, ୬/୮: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୨୦୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୭୦୨ ଓ ସ୍ଥାନୀୟ ଅଞ୍ଚଳରୁ ୫୦୬ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୮୪,୭୩୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୯,୬୫,୩୭୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୩,୦୦୬ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 5th August
New Positive Cases: 1208
In quarantine: 702
Local contacts: 506(Details of local contacts will be shared by concerned Dist Administration)
District Wise Cases:
1. Angul: 55
2. Balasore: 63
3. Bargarh: 5
4. Bhadrak: 22
5. Balangir: 5— I & PR Department, Odisha (@IPR_Odisha) August 6, 2021
22. Nawarangpur: 4
23. Nayagarh: 25
24. Nuapada: 2
25. Puri: 58
26. Rayagada: 8
27. Sambalpur: 24
28. Sonepur: 3
29. Sundargarh: 20
30. State Pool: 84New recoveries: 1652
Cumulative tested: 16424645
Positive: 984731
Recovered: 965370
Active cases: 13006— I & PR Department, Odisha (@IPR_Odisha) August 6, 2021