ଭୁବନେଶ୍ୱର, ୨୭/୮: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୮୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୭୫ ଓ ସ୍ଥାନୀୟ ଅଞ୍ଚଳରୁ ୩୪୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୦୬ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୪,୮୭୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୯,୮୮,୮୫୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୮,୨୭୧ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 26th August
New Positive Cases: 816
Of which 0-18 years: 106
In quarantine: 475
Local contacts: 341(Details of local contacts will be shared by concerned Dist Administration)
District Wise Cases:
1. Angul: 13
2. Balasore: 46
3. Bargarh: 13— I & PR Department, Odisha (@IPR_Odisha) August 27, 2021
20. Mayurbhanj: 27
21. Nayagarh: 12
22. Nuapada: 1
23. Puri: 20
24. Rayagada: 1
25. Sambalpur: 18
26. Sundargarh: 16
27. State Pool: 62New recoveries: 764
Cumulative tested: 17807557
Positive: 1004875
Recovered: 988854
Active cases: 8271— I & PR Department, Odisha (@IPR_Odisha) August 27, 2021