ଭୁବନେଶ୍ୱର, ୩୦/୮: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୫୪ ଓ ସ୍ଥାନୀୟ ଅଞ୍ଚଳରୁ ୨୫୫ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୯୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୭,୧୧୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୯,୯୧,୬୩୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୭,୫୨୮ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 29th August
New Positive Cases: 609
Of which 0-18 years: 97
In quarantine: 354
Local contacts: 255(Details of local contacts will be shared by concerned Dist Administration)
District Wise Cases:
1. Angul: 18
2. Balasore: 21
3. Bargarh: 4
4. Bhadrak: 9— I & PR Department, Odisha (@IPR_Odisha) August 30, 2021
22. Puri: 20
23. Rayagada: 5
24. Sambalpur: 16
25. Sonepur: 2
26. Sundargarh: 8
27. State Pool: 48New recoveries: 834
Cumulative tested: 18012352
Positive: 1007112
Recovered: 991630
Active cases: 7528— I & PR Department, Odisha (@IPR_Odisha) August 30, 2021