ଭୁବନେଶ୍ୱର, ୨/୯: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୩୮ ଓ ସ୍ଥାନୀୟ ଅଞ୍ଚଳରୁ ୩୧୬ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୦୮ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୯,୨୨୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୯,୯୩,୯୦୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୭,୨୪୧ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 1st September
New Positive Cases: 754
Of which 0-18 years: 108
In quarantine: 438
Local contacts: 316(Details of local contacts will be shared by concerned Dist Administration)
District Wise Cases:
1. Angul: 16
2. Balasore: 43
3. Bargarh: 1— I & PR Department, Odisha (@IPR_Odisha) September 2, 2021
21. Mayurbhanj: 23
22. Nawarangpur: 2
23. Nayagarh: 13
24. Nuapada: 7
25. Puri: 28
26. Rayagada: 9
27. Sambalpur: 13
28. Sundargarh: 26
29. State Pool: 59New recoveries: 666
Cumulative tested: 18200976
Positive: 1009223
Recovered: 993901
Active cases: 7241— I & PR Department, Odisha (@IPR_Odisha) September 2, 2021