ଭୁବନେଶ୍ୱର, ୩/୯: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୯୫ ଓ ସ୍ଥାନୀୟ ଅଞ୍ଚଳରୁ ୩୫୪ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୨୦ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୦,୦୭୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୯,୯୪,୬୩୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୭,୩୪୫ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 2nd September
New Positive Cases: 849
Of which 0-18 years: 120
In quarantine: 495
Local contacts: 354(Details of local contacts will be shared by concerned Dist Administration)
District Wise Cases:
1. Angul: 20
2. Balasore: 51
3. Bargarh: 3— I & PR Department, Odisha (@IPR_Odisha) September 3, 2021
21. Mayurbhanj: 21
22. Nawarangpur: 4
23. Nayagarh: 7
24. Puri: 31
25. Rayagada: 12
26. Sambalpur: 16
27. Sonepur: 3
28. Sundargarh: 18
29. State Pool: 78New recoveries: 738
Cumulative tested: 18272223
Positive: 1010072
Recovered: 994639
Active cases: 7345— I & PR Department, Odisha (@IPR_Odisha) September 3, 2021