ଭୁବନେଶ୍ୱର, ୮/୯: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୭୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୪୩ ଓ ସ୍ଥାନୀୟ ଅଞ୍ଚଳରୁ ୩୧୯ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୦୨ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୩,୫୬୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୯,୯୮,୫୯୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୬,୮୫୩ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 7th September
New Positive Cases: 762
Of which 0-18 years: 102
In quarantine: 443
Local contacts: 319(Details of local contacts will be shared by concerned Dist Administration)
District Wise Cases:
1. Angul: 20
2. Balasore: 17
3. Bargarh: 13— I & PR Department, Odisha (@IPR_Odisha) September 8, 2021
21. Mayurbhanj: 29
22. Nawarangpur: 2
23. Nayagarh: 3
24. Nuapada: 3
25. Puri: 16
26. Rayagada: 6
27. Sambalpur: 7
28. Sonepur: 3
29. Sundargarh: 26
30. State Pool: 74New recoveries: 801
Cumulative tested: 18599037
Positive: 1013567
Recovered: 998591
Active cases: 6853— I & PR Department, Odisha (@IPR_Odisha) September 8, 2021