ଭୁବନେଶ୍ୱର, ୨୦/୯: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୯୭ ଓ ସ୍ଥାନୀୟ ଅଞ୍ଚଳରୁ ୨୧୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୯ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୦,୭୫୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୦୭,୦୬୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୪୯୪ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 19th September
New Positive Cases 510
Of which 0-18 years: 79
In quarantine: 297
Local contacts: 213(Details of local contacts will be shared by concerned Dist Administration)
District Wise Cases:
1. Angul: 3
2. Balasore: 33
3. Bhadrak: 9
4. Balangir: 1— I & PR Department, Odisha (@IPR_Odisha) September 20, 2021
22. Rayagada: 3
23. Sambalpur: 9
24. Sundargarh: 3
25. State Pool: 47New recoveries: 746
Cumulative tested: 19319191
Positive: 1020754
Recovered: 1007066
Active cases: 5494— I & PR Department, Odisha (@IPR_Odisha) September 20, 2021