ଭୁବନେଶ୍ୱର, ୨୧/୯: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୬୮ ଓ ସ୍ଥାନୀୟ ଅଞ୍ଚଳରୁ ୧୯୪ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୦ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୧,୨୧୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୦୭,୬୬୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୩୫୧ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 20th September
New Positive Cases: 462
Of which 0-18 years: 70
In quarantine: 268
Local contacts: 194(Details of local contacts will be shared by concerned Dist Administration)
District Wise Cases:
1. Angul: 6
2. Balasore: 11
3. Bargarh: 4
4. Bhadrak: 16— I & PR Department, Odisha (@IPR_Odisha) September 21, 2021
22. Puri: 13
23. Rayagada: 4
24. Sambalpur: 12
25. Sonepur: 1
26. Sundargarh: 16
27. State Pool: 43New recoveries: 600
Cumulative tested: 19376326
Positive: 1021216
Recovered: 1007666
Active cases: 5351— I & PR Department, Odisha (@IPR_Odisha) September 21, 2021