ଭୁବନେଶ୍ୱର, ୨୬/୯: ରାଜ୍ୟରେ ପୁଣିଥରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫୮୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୪୨ ଓ ସ୍ଥାନୀୟ ଅଞ୍ଚଳରୁ ୨୪୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୯୬ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୪,୩୨୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୧୦,୧୮୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୯୦୯ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 25th September
New Positive Cases: 585
Of which 0-18 years: 96
In quarantine: 342
Local contacts: 243(Details of local contacts will be shared by concerned Dist Administration)
District Wise Cases:
1. Angul: 13
2. Balasore: 38
3. Bargarh: 2— I & PR Department, Odisha (@IPR_Odisha) September 26, 2021
21. Nayagarh: 4
22. Nuapada: 1
23. Puri: 22
24. Rayagada: 2
25. Sambalpur: 19
26. Sonepur: 1
27. Sundargarh: 13
28. State Pool: 47New recoveries: 601
Cumulative tested: 19726507
Positive: 1024320
Recovered: 1010183
Active cases: 5909— I & PR Department, Odisha (@IPR_Odisha) September 26, 2021